କମୁଛି କରୋନା।

 କମୁଛି କରୋନା।

ରାଜ୍ୟରେ କମୁଛି କରୋନା ପଜିଟିଭ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨,୬୭୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୧,୫୫୪ ଓ ଲୋକାଲ କେସ୍ ‌୧,୧୧୯ ଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ କହିଛି ।

 

Related post

News in English