ନିର୍ମାଣ ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ ।

 ନିର୍ମାଣ ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ ।

ପାରାଦୀପରେ ନିର୍ମାଣ ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ । ଏନେଇ ଆଜି ଇଣ୍ଡିଆନ ଅଏଲ୍ ଓ ଇଡକୋ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି । ଆୟୋଜିତ ଭର୍ଚ୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ୧୦୬ କୋଟି ଟଙ୍କା ବିନିଯୋଗରେ ୧୨୦ ଏକର ଜମିରେ ଏହି ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ ନିର୍ମାଣ ହେବ ।

Related post

News in English