ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୟୁଜି ଏବଂ ପିଜି ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫଳ ପ୍ରକାଶ।

 ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୟୁଜି ଏବଂ ପିଜି ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫଳ ପ୍ରକାଶ।

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୟୁଜି ଏବଂ ପିଜି ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି । ମାତ୍ର ଟପର୍‌ ତାଲିକା ପ୍ରକାଶ ପାଇ ନ ଥିବାରୁ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା । ୟୁଜି ଶ୍ରେଣୀ‌ରେ ଆନ୍ଥ୍ରୋପୋଲୋଜି ବିଭାଗର ଏଲିନା ଗାଏନ, ଅର୍ଥନୀତିରୁ ଅଙ୍କିତା ମହାପାତ୍ର, ଶିକ୍ଷା ବିଭାଗରୁ ଅପର୍ଣ୍ଣା ସାହୁ, ଇଂରାଜିରୁ ପ୍ରାପ୍ତି ପଟ୍ଟନାୟକ, ହିନ୍ଦୀରୁ ମୌସମ ତିୱାରୀ, ଇତିହାସରୁ ଅର୍ପିତା, ହୋମ୍‌ ସାଇନ୍ସରୁ ବୈଶାଳୀ ଭରଦ୍ୱାଜ ଦାଶ, ଲାଇବ୍ରେରି ଆଣ୍ଡ୍‌ ଇନ୍‌ଫରମେନ୍‌ ସାଇନ୍ସରୁ ଦିପ୍ତିମୟୀ ମଲେଇ, ଗଣିତରୁ ଅମ୍ରିତା ପ୍ରିିତମ, ଓଡ଼ିଆରୁ ରଜନୀଗନ୍ଧା ପରିଡ଼ା, ଫିଲୋସଫିରୁ ରଞ୍ଜିତା ସାମନ୍ତରାୟ ଟପର୍ ହୋଇଛନ୍ତି ।

 

Related post

News in English