ଓଟିଭିରୁ ଇସ୍ତଫା ଦେଲେ ବରିଷ୍ଠ ସାମ୍ବାଦିକ ରମେଶ ରଥ।

 ଓଟିଭିରୁ ଇସ୍ତଫା ଦେଲେ ବରିଷ୍ଠ ସାମ୍ବାଦିକ ରମେଶ ରଥ।

ଓଟିଭିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ରମେଶ ରଥ। ସାଂପ୍ରତିକ ପରିସ୍ଥିତିରେ ସେ ସାମ୍ନା କରୁଥିବା ସ୍ୱାସ୍ଥ୍ୟଗତ ସମସ୍ୟା ଓ ବ୍ୟକ୍ତିଗତ କାରଣରୁ ସେ ବୃତ୍ତିଗତ କାର୍ଯ୍ୟ ଠିକରେ ସଂପାଦନ କରିପାରିବେ ନାହିଁ ବୋଲି ଦର୍ଶାଇ ଇସ୍ତଫା ଦେଇଛନ୍ତି। କଂପାନୀ କର୍ତ୍ତୃପକ୍ଷଙ୍କୁ ସେ ୩ ମାସର ନୋଟିସ୍ ଦେବା ସହ ନିଜ ଇସ୍ତଫା ପତ୍ର ଇ-ମେଲ୍ ଯୋଗେ ପଠାଇଛନ୍ତି।

 

Related post

News in English