ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଉଚ୍ଚ ପ୍ରାଥମିକ(ମଧ୍ୟ ଇଂରାଜୀ) ବିଦ୍ୟାଳୟ ସମ୍ମୁଖରେ ଆଜି ସକାଳେ ଶହ ଶହ ନାଗରିକମାନେ ଧାରଣାରେ ବସିଥିବାର ଦେଖାଯାଇଥିଲା । ଗତକାଲି ଉକ୍ତ ବିଦ୍ୟାଳୟକୁ ପ୍ରଶାସନ ପକ୍ଷରୁ ଟୀକାକରଣ କେନ୍ଦ୍ର ଘୋଷଣା କରାଯାଇଥିଲା । ତେବେ ଗତକାଲୀ ଟୀକାକାରଣ ସ୍ଥାନୀୟ ପୋଲିସ ପ୍ରଶାସନ ସହଯୋଗରେ ସୁରୁଖୁରୁରେ ଚାଲିଥିବାବେଳେ ଆଜି ପୁଣି ଦେଖାଯାଇଛି ବିଶୃଙ୍ଖଳା । ରାତି ୨ ରୁ ଶହ ଶହ ନାଗରିକ ମାନେ ଟୀକା ନେବା ପାଇଁ ଉକ୍ତ କେନ୍ଦ୍ର ସମ୍ମୁଖରେ […]Read More
ପାରାଦୀପରେ ନିର୍ମାଣ ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ । ଏନେଇ ଆଜି ଇଣ୍ଡିଆନ ଅଏଲ୍ ଓ ଇଡକୋ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି । ଆୟୋଜିତ ଭର୍ଚ୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ୧୦୬ କୋଟି ଟଙ୍କା ବିନିଯୋଗରେ ୧୨୦ ଏକର ଜମିରେ ଏହି ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ ନିର୍ମାଣ ହେବ ।Read More
ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କ ପତ୍ନୀ ଶ୍ରୀମତୀ ସୁଶୀଳା ଦେବୀଙ୍କର ପରଲୋକ ହୋଇଯାଇଛି । କରୋନାରେ ଆକ୍ରାନ୍ତ ହୋଇ ଗତ ନଭେମ୍ବର ୧ ରୁ ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସିତ ଥିଲେ । ତେବେ ପୂର୍ବରୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଥିବାରୁ କରୋନା ତାଙ୍କ ପାଇଁ ଜଟିଳ ସମସ୍ୟା ସୃଷ୍ଟି କରିଥିଲା । ଡାକ୍ତରମାନଙ୍କ ପ୍ରବଳ ଉଦ୍ୟମ ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସି ନ ଥିଲା । ଗତକାଲି ରାତିରେ ଆଖି […]Read More
କଟକ: ପ୍ରଥମ ଥର ପାଇଁ ଗୀତ ଗାଇଲେ ଜଟଣୀର କଂଗ୍ରେସ ବିଧାୟକ ସୁର ରାଉତରାୟ , ତାହା ପୁଣି ରାପ । ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦେଶନା ରେ ଆଜି କଟକର ମିଲନ ଷ୍ଟଡ଼ିଓରେ ଏହି ଗୀତ ରେକର୍ଡ କରାଯାଇଛି । ନିଜର ବେଫିକର ଅନ୍ଦାଜ଼, ବିତର୍କିତ ବୟାନବାଜି, ନିଜସ୍ୱ ନିଆରା ଶୈଳୀ ସାଙ୍ଗକୁ କୌତୁକିଆ ମିଜାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଥିବା ଶ୍ରୀ ରାଉତରାୟ ଏ ଗୀତର କିଛି ରାପ […]Read More
କଟକ: ଐତିହାସିକ ଶୈବପୀଠ ବାବା ଧବଳେଶ୍ବର ମନ୍ଦିରର ଉନ୍ନତିକରଣ ଓ ପ୍ରବେଶ ଦ୍ୱାରରେ ତୋରଣ ନିର୍ମାଣ ପାଇଁ, ପବ୍ଲିକ ରାଇଟ୍ସ ଆସୋସିଏସନ ଓଡିଶା ତରଫରୁ କଟକ ନଗରର ସଭାପତି ସଞ୍ଜିତ ସାମଲ ଏବଂ ଜିଲ୍ଲା ସଭାପତି ପ୍ରିୟବ୍ରତ ପଟ୍ଟନାୟକ ଙ୍କ ନେତୃତ୍ୱରେ ରାଜ୍ୟ ଏବଂ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ ଦ୍ବାରା କଟକ ଜିଲ୍ଲାପାଳଙ୍କୁ ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଗଲା ଏବଂ ପୀଠର ବିକାଶ ନିମନ୍ତେ ଆଲୋଚନା କରାଗଲା । ଏହି କାର୍ଯ୍ୟକ୍ରମରେ ରାଜ୍ୟ, […]Read More
ଭୁବନେଶ୍ୱର: ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ସରିବା ପରେ ଫୋନ୍ ଯୋଗେ ଅଞ୍ଚଳର ବିକାଶ ନେଇ ଲୋକଙ୍କ ସହ ଆଲୋଚନା କରିଛନ୍ତି । ସ୍ବାଭିମାନ ଅଞ୍ଚଳର ବିକାଶ କାମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହିତ ୯ଟି ପଞ୍ଚାୟତର ପ୍ରତ୍ୟେକ ବ୍ୟକ୍ତିଙ୍କୁ ଫୋର-ଜି ମୋବାଇଲ ଫୋନ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।କାର୍ଯ୍ୟକ୍ରମ ଆରମ୍ଭରେ ଭି. କେ ପାଣ୍ଡିଆନଙ୍କ ସମସ୍ତଙ୍କୁ ସମ୍ବର୍ଦ୍ଧନା ପରେ ଏକ ପୂର୍ବ […]Read More
କଟକରେ ମା କାଳୀଙ୍କ ଭଷାଣୀ ପର୍ବ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। ମାତ୍ର କେଇ ଘଣ୍ଟା ମଣ୍ଡପରେ ରହିବା ପରେ ଶ୍ରଦ୍ଧାଳୁଙ୍କ ଠୁ ବିଦାୟ ନେଇଛନ୍ତି ମା କାଳୀ। ସହରରେ ୭୦ ରୁ ଉର୍ଦ୍ଧ୍ୱ ମଣ୍ଡପରେ ମା କାଳୀଙ୍କ ମୃଣ୍ମୟୀମୂର୍ତ୍ତି ପୁଜା ପାଇଥିବାବେଳେ ଆଜି ଥିଲା ଭଷାଣୀ। ପୁର୍ବରୁ କମିସନରେଟ୍ ପୋଲିସ୍ ସହ ବିଭିନ୍ନ ପୁଜା କମିଟି ଓ ଶାନ୍ତି କମିଟି କର୍ମକର୍ତ୍ତାମାନଙ୍କର ବୈଠକ ହୋଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ କାଳୀପୁଜା ପରଦିନ ଅର୍ଥାତ ଆଜି ଭଷାଣୀ […]Read More
କଟକ: ଅସହାୟ ଲୋକମାନଙ୍କ ପାଇଁ ମାଗଣା ଆମ୍ବୁଲାନ୍ସ ସେବା ଯୋଗାଇଦେବାକୁ ଏକ ପ୍ରୟାସ ଆରମ୍ଭ କରିଛି ସାମାଜିକ ଅନୁଷ୍ଠାନ ସାଇନ୍ ଆଣ୍ଡ୍ ସନ୍ଧ୍ୟା ଫାଉଣ୍ଡେସନ। କଟକ ଖାନନଗର କାଳୀମନ୍ଦିର ନିକଟରୁ ଆମ୍ବୁଲାନ୍ସ ର ଶୁଭାରମ୍ଭ ହୋଇଛି। କଟକ ସହର କିମ୍ବା ଜିଲ୍ଲାରେ ରହୁଥିବା ଅସହାୟ ଓ ନିରାଶ୍ରୟ ମାନଙ୍କୁ ସୁବିଧାରେ ଚିକିତ୍ସା ପ୍ରଦାନ ପାଇଁ ଏହି ଆମ୍ବୁଲାନ୍ସ ସେବା କାର୍ଯ୍ୟ କରିବ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି। ତେବେ ବିନା ମୂଲ୍ୟରେ ଏହି ସେବା ଉପଲବ୍ଧ ଥିବା […]Read More
ମୁମ୍ବାଇ: ନଭେମ୍ବର ୧୬ ତାରିଖ ଠାରୁ ମହାରାଷ୍ଟ୍ରରେ ଖୋଲିବ ପୂଜା ଆରାଧନା ସ୍ଥଳ। ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ନେଇ ଅନୁମତି ଦେଇଛନ୍ତି ମହାରାଷ୍ଟ୍ରର ସରକାର। ଏ ନେଇ ବିରୋଧୀଙ୍କ ବାରମ୍ବାର ବିକ୍ଷୋଭ, ସମାଲୋଚନା ଓ ରାଜ୍ୟପାଳ ଭଗତ ସିଂହ କୋଶିୟାରୀଙ୍କ ଚିଠି ପରେ ଶେଷରେ ଧାର୍ମିକ ସ୍ଥଳ ଖୋଲିବା ପାଇଁ ଅନୁମିତ ଦେଇଛନ୍ତି ଉଦ୍ଧବ ସରକରା। ତେବେ ଧାର୍ମିକ ସ୍ଥଳ ଖୋଲିବା ପରେ ଏହା ଭିତରେ କିମ୍ବା ବାହାରେ ମାସ୍କ ପିନ୍ଧିବା ସହିତ ଭିଡ଼ ନକରିବାକୁ […]Read More
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ କୋଟିନଡ଼ା ପଞ୍ଚାୟତ ଚଢ଼େୟାଗର୍ଦ୍ ଗ୍ରାମର ନିରୀହ ଆଦିବାସୀ ମହିଳାଙ୍କ ଠାରୁ କାଳିଆ ଯୋଜନା ରେ ଟଙ୍କା ଯୋଗାଇ ଦେବା ବାହାନା କରି ଲୁଟ ମାମଲାରେ ସାନଡୁୁମ୍ବୁଳା ଗ୍ରାମର କୃଷ୍ଣ ସେଠୀ ନାମକ ଜଣେ ଯୁବକକୁ ଗିରଫ କରାଯାଇଥିବା ବୁଧବାର ଦିନ ଜେଲ ହାଜତକୁ ପଠାଇ ଦିଆଯାଇଛି । ଖବରପ୍ରକାରେ , ଅଭିଯୁକ୍ତ କୃଷ୍ଣ ରବିବାର ଦିନ ଗ୍ରାମକୁ ଯାଇ ନିରୀହ ମହିଳା ମାନଙ୍କୁ କାଳିଆ ଯୋଜନା ରେ ନାମ ଲେଖାଇ ଦେବା […]Read More