୧୮ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟୀକାକରଣ ନିମନ୍ତେ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ।
କଟକ: ଜିଲ୍ଲାରେ ଆସନ୍ତାକାଲି ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟୀକାକରଣ ନିମନ୍ତେ ସମସ୍ତ ପ୍ରସ୍ତୁତିସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା।ଆସନ୍ତା ସପ୍ତାହ ମଧ୍ୟରେ ୧୯୧୮୧ ଜଣଙ୍କ ପାଇଁ ଟୀକାକରଣ ବ୍ୟବସ୍ଥା ହୋଇଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାରେ ସଫଳତାର ସହ ଟୀକାକରଣ ହୋଇଛି ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ। ବିଶେଷ କରି ୪ଟି କେନ୍ଦ୍ରରେ ଶତ ପ୍ରତିଶତ ଟୀକାକରଣ ହୋଇଥିବା ପାଇଁ […]Read More