ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ୍।

 ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ୍।

କଟକ:ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ୍। ଅଦ୍ୟାବଧି ହତ୍ୟା ନେଇ କୌଣସି ପ୍ରମାଣ ମିଳି ନଥିବା ଜଣାଇଲା।ତଦନ୍ତ ଅଧିକାରୀଙ୍କୁ କୋଭିଡ଼ ଯୋଗୁଁ ଅପ୍ ଟୁ ଡେଟ୍ ଷ୍ଟାଟସ ରିପୋର୍ଟ ପାଇଁ ସମୟ ମାଗିଲା କ୍ରାଇମବ୍ରାଞ୍ଚ,ଆସନ୍ତା ୨୬ ତାରିଖରେ ପରବର୍ତ୍ତୀ ଶୁଣାଣି।

 

Related post

News in English